fbpx

ରାଜ୍ୟରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମ ଅଗଷ୍ଟ ୧୨ ତାରିଖରେ ବନ୍ଦ ରହିବ ,ା ଜନ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Get real time updates directly on you device, subscribe now.