fbpx
BJD
BJD SKY
BJD SKY

ହଷ୍ଟେଲରୁ ସପ୍ତମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଘଟଣାସ୍ଥଳରେ ପୋଲିସର ଛାନଭିନ୍‌

ରାଉରକେଲା: ହଷ୍ଟେଲରୁ ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର ହେବା ଖବର ସାମ୍ନାକୁ ଆସିଛି । ଅନ୍ୱେଷା ହଷ୍ଟେଲରୁ ୭ମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣକ ହଷ୍ଟେଲରେ ରହି ଘରୋଇ ବିଦ୍ୟାଳୟରେ ପାଠ ପଢୁଥିବା ଜଣାପଡିଛି ।

ସୂଚନା ଅନୁଯାୟୀ, ରାଉରକେଲାର ଅନ୍ୱେଷା ହଷ୍ଟେଲରୁ ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତ ଦେହ ଉଦ୍ଧାର ହୋଇଛି । ବର୍ତ୍ତମାନ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ପୋଲିସ ଘଟଣାସ୍ଥଳରେ ପହଁଚି ଶବ ଜବତ କରି ଘଟଣାର ତଦନ୍ତ ଚଳାଇଛି ।

Get real time updates directly on you device, subscribe now.