fbpx

ଅପରାହ୍ମ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୨ ।୩(ଓଡିଶା ଭାସ୍କର):ଧାନ ସମସ୍ୟାକୁ ନେଇ ବିଧାନସଭାରେ ବିବୃତି ରଖିବେ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ଧାନ କିଣା ସମ୍ପର୍କରେ ବିବୃତି ରଖିବାକୁ ବାଚସ୍ପତି ରୁଲିଂ ଦେଇଛନ୍ତି । ଗୃହ କାର୍ଯ୍ୟ ଶେଷ ସୁଦ୍ଧା ବିବୃତି ଦେବାକୁ ରୁଲିଂ ଦେଇଛନ୍ତି ବାଚସ୍ପତି । ଏହା ସହ ଅପରାହ୍ମ ୪ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

Get real time updates directly on you device, subscribe now.