fbpx

ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାମ; ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ନାଁରେ ହେବ ପରିଚିତ

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ନାମରେ ନାମିତ କରାଯାଇଛି। ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ନାଁରେ ହେବ ପରିଚିତ, ଭବାନୀପାଟଣା ଠାରେ ଥିବା ଏହି ବିଶ୍ୱବିଦ୍ୟାଳୟ ଓଡ଼ିଶାକୁ ଏକ ନୂଆ ପରିଚଯୟ ଆଣିଦେବ। ଏନେଇ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ।

Get real time updates directly on you device, subscribe now.