fbpx

ବଦଳିଲା ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟର ନାଁ

Advertisement

ଭୁବନେଶ୍ୱର,୨୩ ।୧୨(ଓଡିଶା ଭାସ୍କର): ଆଜି ବଦଳିଯାଇଛି ଉତ୍ତର ଓଡିଶା ବିଶ୍ୱ ବିଦ୍ୟାଳୟର ନାମ । ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ଏହି ବିଶ୍ୱବିଦ୍ୟାଳୟ ନାମିତ ହୋଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନୟକ ଘୋଷଣା କରିଛନ୍ତି । ବିଶ୍ୱବିଦ୍ୟାଳୟ ଲାଇବ୍ରେରୀର ଉନ୍ନତି ପାଇଁ ପଦକ୍ଷେପ ନେବେ ସରକାର । ତେବେ ଓଡିଶାର ବିକାଶରେ ମୟୂରଭଞ୍ଜ ମହାରାଜଙ୍କ ବିଶେଷ ଅବଦାନ ରହିଛି ।

Get real time updates directly on you device, subscribe now.