ଅମୂଲ୍ୟ ସାଂସ୍କୃତିକ ଐତିହ୍ୟର ଜାତୀୟ ତାଲିକାରେ ସ୍ଥାନ ପାଇଲା ରଥଯାତ୍ରା-ବାଲିଯାତ୍ରା

ଐତିହ୍ୟ ଜାତୀୟ ତାଲିକାରେ ରଥଯାତ୍ରା-ବାଲିଯାତ୍ରା

ଭୁବନେଶ୍ୱର: ଅମୂଲ୍ୟ ସାଂସ୍କୃତିକ ଐତିହ୍ୟର ଜାତୀୟ ତାଲିକାରେ ସ୍ଥାନ ପାଇଲା ରଥଯାତ୍ରା-ବାଲିଯାତ୍ରା। ଏ ନେଇ ‘ଏକ୍ସ’ରେ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ।

ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ସାମିଲ। ସଂସ୍କୃତି ମନ୍ତ୍ରାଳୟ ଅଧିନ ସଙ୍ଗୀତ ନାଟକ ଏକାଡେମୀର ସ୍ୱୀକୃତି ମିଳିଛି। ଏହା ପୂର୍ବରୁ ସଂସ୍କୃତି ମନ୍ତ୍ରାଳୟକୁ ଏସଜେଟିଏ ଏ ନେଇ ପ୍ରସ୍ତାବ ପଠାଇଥିଲା।