fbpx
BSKY SKY
BSKY SKY

କମିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ ସୁନାର କଣ ରହିଛି ଦାମ

BSKY

ଆପଣ ସୁନା କିଣିବାକୁ ଆଗ୍ରହୀ ଥିଲେ ଆପଣଙ୍କ ପାଇଁ ଆସିଛି ଏକ ଖୁସି ଖବର । ଭୁବନେଶ୍ବରରେ ସୁନା ଦାମ ଗ୍ରାମ ପ୍ରତି ୫୨୦ ଟଙ୍କା କମିଛି । ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୨,୧୦୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୯୩୦ ଟଙ୍କା ରହିଛି।
ସେହିପରି ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୪୨୦ ଟଙ୍କା ଓ ୪୫, ୪୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୪,୨୫୦ ଟଙ୍କା ଓ ୪୮,୨୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୨,୬୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୬,୫୪୦ ଟଙ୍କା ଥିବା ରେକର୍ଡ ହୋଇଛି ।

Get real time updates directly on you device, subscribe now.