fbpx

୧୨ ଘଣ୍ଟା ପାଇଁ ବନ୍ଦ ହେଲା ରାଜ୍ୟର ଏହି ସହର, ଜାଣନ୍ତୁ କାହିଁକି

ଭୁବନେଶ୍ୱର (ଓଡିଶା ଭାସ୍କର):ରାଜ୍ୟରେ କରୋନା ମହାମାରୀର ପ୍ରକୋପ ଜାରି ରହିଛି । ଏହାରି ମଧ୍ୟରେ ରାଇରଙ୍ଗପୁର ସହରରେ ୧୨ ଘଣ୍ଟିଆ ବନ୍ଦ ପାଳନ ହୋଇଛି । ତେବେ ଏହି ବନ୍ଦ ପାଳନ  ଭଞ୍ଜସେନା ପକ୍ଷରୁ ପାଳନ ହୋଇଥିବା ଜଣାପଡିଛି । ତେବେ ୩ ଦଫା ଦାବିରେ ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସେଠାରେ ବନ୍ଦ ଡାକରା ଦିଆଯାଇଛି । ବନ୍ଦ ପ୍ରଭାବରେ ସହରରେ ଦୋକାନ ବଜାର ବନ୍ଦ ହେବା ସହ ଗାଡ଼ି ଚଳାଚଳ ଠପ୍ ହୋଇ ପଡିଛି । ଫଳରେ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

Get real time updates directly on you device, subscribe now.