fbpx

୧୨ ଘଣ୍ଟା ପାଇଁ ବନ୍ଦ ରହିବ ଓଡ଼ିଶାର ଏହି ସହର: ଜାଣନ୍ତୁ କାହିଁକି?

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଜି ୧୨ ଘଣ୍ଡିଆ ଢେଙ୍କାନାଳ ବନ୍ଦ ପାଳନ । ବିଭିନ୍ନ ସଙ୍ଗଠନ ପକ୍ଷରୁ ଆଜି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ ପାଳନ କରାଯାଉଛିି । ଏନଏଚ ୫୫ର ଦୂରାବସ୍ଥା ପ୍ରତିବାଦରେ ଢେଙ୍କାନାଳ ବନ୍ଦ ପାଳନ ହେଉଥିବା ଜଣାପଡିଛି ।

ଜିଲ୍ଲା ଓକିଲ, ବଣିକ, ବସ୍-ଟ୍ରକ୍ ମାଲିକ, ସାମ୍ବାଦିକ ସଂଘ ପକ୍ଷରୁ ବନ୍ଦ ପାଳନ କରାଯାଉଛି । କଲେଜ ପାଇପାସ୍ ଓ କରିଆଁ ନିକଟରେ ଗାଡ଼ି ମୋଟର ଅଟକାଯାଇଛି । ସହରରେ ଦୋକାନ, ବଜାର ବନ୍ଦ ରହିବା ସହ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଛି ।

Get real time updates directly on you device, subscribe now.