fbpx

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଜୀବନ, ଏବେବି ୪ ଗୁରୁତର

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ୪୯ ନମ୍ବର ଜାତୀୟ ରାଜପଥ ତବଲାକଟା ଛକରେ ଟ୍ୟାଙ୍କର-ଅଟୋ ମଧ୍ୟରେ ଧକ୍କା ଯୋଗୁଁ ୩ ଜଣଙ୍କ ମୃତ୍ୟୁ ହୋଇଛି । ଏହା ସହ ୪ ଜଣ ଗୁରୁତର ମଧ୍ୟ ହୋଇଛନ୍ତି ।

ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଉତ୍ତେଜନା ଦେଖଖାଦେଇଥିଲା । ରାସ୍ତା ଅବରୋଧ କରି ମୄତକଙ୍କ ପରିବାରକୁ କ୍ଷତିପୂରଣ ଦାବି କରିଛନ୍ତି ସ୍ଥାନୀୟଲୋକେ । ତେବେ ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ  ଜାରି ରଖିଥିବା ବେଳେ ଆନ୍ଦୋଳନ କରୁଥିବା ଲୋକଙ୍କୁ ବୁଝାସୁଝା କରୁଛି ।

Get real time updates directly on you device, subscribe now.