fbpx
BJD SKY
BJD SKY

ଅଗ୍ନିକାଣ୍ଡରେ ଜଳିଗଲା ୩ ଦୋକାନ

BJD

ଭୁବନେଶ୍ୱର, ୧୦ା୧ (ଓଡିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରର ରସୁଲଗଡ଼ରେ ଏକ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୩ଟି ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଥିବା ବେଳେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି ।

ତେବେ ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ତେବେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଲିଭାଇବା କାର୍ଯ୍ୟ ଜାରି ରଖିଥିବା ଜଣାପଡ଼ିଛି ।

Get real time updates directly on you device, subscribe now.