fbpx

ସାବଧାନ,୧୧ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା!

ଭୁବନେଶ୍ୱର, ୬ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଦିନକୁ ଦିନ ତାପମାତ୍ରା କମିବା ସହ ଗୁଳୁଗୁଳି ଅନୁଭୂତ ହେଉଛି । ଏହାସହ ସ୍ଥାନେ ସ୍ଥାନେ ବର୍ଷ ମଧ୍ୟ ହେଉଛି । ଏହାରିମଧ୍ୟରେ ଆଜି ଅପରାହ୍ନ ୫.୩୦ ସୁଦ୍ଧା ୧୧ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ୧୧ଜିଲ୍ଳାଗୁଡ଼ିକ ହେଉଛି ବାଲେଶ୍ୱର, ଅନୁଗୁଳ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ସୁବର୍ଣ୍ଣପୁର, ଗଜପତି, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା ଓ କଟକ । ଏହି ସବୁ ଜିଲ୍ଲାଗୁଡ଼ିକରେ ବର୍ଷା ସହ ବଜ୍ରପାତ ହେବା ନେଇ ଆଶଙ୍କା ରହିଛି । ତେଣୁ ୧୧ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.