fbpx

ସାବଧାନ୍! ଆସନ୍ତା ୨ ଘଣ୍ଟା ପାଇଁ ୩ ଜିଲ୍ଲାକୁ ବଜ୍ରପାତ ସତର୍କତା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗିରହିଛି । ଏହାରି ମଧ୍ୟରେ ଆସନ୍ତା ଘଣ୍ଟା ପାଇଁ ୩ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ୨ ଘଣ୍ଟା ପାଇଁ ୩ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ୩ ଜିଲ୍ଲା ଯଥା- ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ବାଲେଶ୍ୱର ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି । ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି ରହିଛି ।

Get real time updates directly on you device, subscribe now.