fbpx

୫ଟା ୧୫ ସୁଦ୍ଧା ୧୦ ଜିଲ୍ଲା ସାବଧାନ୍ !

ଭୁବନେଶ୍ୱର,୮ ।୩(ଓଡିଶା ଭାସ୍କର): ଅପରାହ୍ନ ୫ଟା ୧୫ ସୁଦ୍ଧା ୧୦ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି । କେତେକ ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି । ତେବେ ୧୦ଟି ଜିଲ୍ଲା ଯଥା- ନୟାଗଡ, ପୁରୀ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଗଜପତି, ରାୟଗଡା, ଜଗତସିଂହପୁର, କେନ୍ଦ୍ରାପଡା ଓ ଭଦ୍ରକରେ ବଜ୍ରପାତ ହେବାର ଆଶଙ୍କା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.