fbpx

ପରଲୋକରେ ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇ

ଭୁବନେଶ୍ୱର, ୫ା୯(ଓଡ଼ିଶା ଭାସ୍କର): ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ପରଲୋକ ଘଟିଛି । ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୫୪ବର୍ଷ ବୟସହୋଇଥିଲା । ସେ ୨୦୦୯ ରୁ ୨୦୧୪ ଯାଏ ତିର୍ତ୍ତୋଲର ବିଧାୟକ ଥିଲେ ।

Get real time updates directly on you device, subscribe now.