ଭୁବନେଶ୍ୱର, ୬ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୬୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା । ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୩, ସୁନ୍ଦରଗଡ଼ରୁ ୨, ଭଦ୍ରକ, କନ୍ଧମାଳ, କେନ୍ଦୁଝର, ନବରଙ୍ଗପୁର, ନୟାଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Regret to inform of the demise of ten Covid positive patients while under treatment in hospitals.
1. A 52 year old Male of Ganjam district who was also suffering from Diabetes & Hypertension.
— H & FW Dept Odisha (@HFWOdisha) August 6, 2020
6. A 54 year old male of Sundergarh district who was also suffering from Uncontrolled Diabetes.
7. A 55 year old male of Ganjam district who was also suffering from Relapsed Tuberculosis.
— H & FW Dept Odisha (@HFWOdisha) August 6, 2020
10. A 52 year old male of Keonjhar district who was also suffering from Diabetes & Hypertension & Chronic Kidney Disease.
— H & FW Dept Odisha (@HFWOdisha) August 6, 2020