fbpx

କରୋନା ନେଲା ଆଉ ୯ଜୀବନ, ରାଜ୍ୟରେ ୨୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୫ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୯ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୨୦୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ମୃତକ ୯ଜଣଙ୍କ ମଧ୍ୟରେ ଗଞ୍ଜାମର ୫ଜଣ, ସୁନ୍ଦରଗଡ଼, ଗଜପତି, କେନ୍ଦୁଝର ଓ ଖୋର୍ଦ୍ଧରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

Get real time updates directly on you device, subscribe now.