fbpx

ଖୁସି ଖବର, ରାଜ୍ୟରେ ଆଜି ୩୩୦୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨/୯(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୩୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୮୪୦୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.