fbpx

ଖୁସି ଖବର: ରାଜ୍ୟରେ ଆଜି ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୯/୯ (ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୩୮୯୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ୧୮୧୪୮୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଖୋର୍ଦ୍ଧା ରୁ ସର୍ବାଧିକ ୬୫୭, କଟକରୁ ୪୪୨, ବାଲେଶ୍ୱରରୁ ୨୨୬, ଅନୁଗୁଳରୁ ୨୧୭, ପୁରୀ ରୁ ୧୮୨, ଜଗତସିଂହପୁର ରୁ ୧୭୧, ମୟୁରଭଂଜରୁ ୧୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Get real time updates directly on you device, subscribe now.