fbpx

ବଡ଼ ଖବର: ରାଜ୍ୟରେ ଆଉ ୪ ଜୀବନ ନେଲା କରୋନା

ଭୁବନେଶ୍ୱର, ୧୦ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୭୫୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁ ହୋଇଥିବା ୪ ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାର ହୋଇଥିବା ସୂଚନା ମିଳିଛି । ମୃତକଙ୍କ ବୟସ ଯଥାକ୍ରମେ ୪୧,୫୮,୪୮ ଓ ୩୨ । ଗଞ୍ଜାମ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି ପାଇଛି । ସେହିପରି ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୫୬ରେ ପହଞ୍ଚିଛି ।

Get real time updates directly on you device, subscribe now.