fbpx

ରାଜ୍ୟରେ ଆଉ ୪୦୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୧୬ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ଆଉ ୪୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୦୮୭୭କୁ ବୃଦ୍ଧି ପାଇଛି । ଯାଜପୁରରୁ ୯୮, ଗଞ୍ଜାମରୁ ୮୪, ସୁନ୍ଦରଗଡ଼ରୁ ୪୬, ଗଜପତିରୁ ୩୬, ଝାରସୁଗୁଡ଼ାରୁ ୩୦, କେନ୍ଦୁଝରରୁ ୧୭, ମାଲକାନଗିରିରୁ ୧୭, ଜଗତସିଂହପୁରରୁ ୧୭, ଖୋର୍ଦ୍ଧାରୁ ୧୭, ଅନୁଗୁଳରୁ ୮, ସୋନପୁରରୁ ୭, ବରଗଡ଼ରୁ ୬, ସମ୍ବଲପୁରରୁ ୫, କେନ୍ଦ୍ରାପଡ଼ାରୁ ୫, ଢ଼େଙ୍କାନାଳରୁ ୪, ଭଦ୍ରକରୁ ୩, ବାଲେଶ୍ୱରରୁ ୩, କଟକରୁ ୨ ଓ ପୁରୀରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.