fbpx

ରାଜ୍ୟରେ ଆଜି ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର, ୮ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ଆଉ ୬ଜଣଙ୍କ କରୋନା ଜନିତ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ଏହାସହ ଓଡ଼ିଶାରେ କରୋରେ ମୃତ୍ୟୁ ସଂଖ୍ୟା ୪୮ରେ ପହଞ୍ଚିଛି । ମୃତ୍ୟୁ ହୋଇଥିବା ୬ଜଣଙ୍କ ମଧ୍ୟରୁ ଗଞ୍ଜାମରେ ୩, କେନ୍ଦ୍ରାପଡ଼ାରେ ଜଣେ, ଖୋର୍ଦ୍ଧା ଓ ରାୟଗଡ଼ାରେ ଜଣେ ଲେଖାଏଁ କରୋନା ଜନିତ ମୃତ୍ୟୁ ହୋଇଛି । ଗଞ୍ଜାମରେ ୨୭ ରେ ପହଞ୍ଚିଲା କରୋନା ମୃତ୍ୟୁ ସଂଖ୍ୟା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.