ଭୁବନେଶ୍ୱର, ୨୦ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୨୮୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଳାର ସର୍ବାଧିକ ୪, ଖୋର୍ଦ୍ଧା , କଟକ, ଢ଼େଙ୍କାନାଳ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Regret to inform the demise of Eight #COVID19 positive patients while under treatment in hospitals.
1. A 59-year old male of Bhubaneswar who was also suffering from Diabetes, Hypertension & Chronic Kidney Disease.
2. An 82-year old male of Cuttack district.
— H & FW Dept Odisha (@HFWOdisha) August 20, 2020
6. An 82-year old male of Ganjam district who was also suffering from Hypertension.
7. A 62-year old male of Ganjam district who was also suffering from Diabetes, Hypertension.
8. A 76-year old female of Puri district who was also suffering from Diabetes, Hypertension.
— H & FW Dept Odisha (@HFWOdisha) August 20, 2020