ଭୁବନେଶ୍ୱର,୩୧ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୪୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୪ଜଣ, ନୟାଗଡ଼, ଖୋର୍ଦ୍ଧା, ଗଜପତି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Regret to inform the demise of eight Covid positive patients while under treatment in hospitals.
1. An 81-year old male of Ganjam district who was also suffering from Diabetes.
— H & FW Dept Odisha (@HFWOdisha) July 31, 2020
7. A 45-year old male of Ganjam district.
8. A 73-year old male of Ganjam district who was also suffering from Parkinsonism, Coronary Artery Disease, Diabetes & Hypertension.
— H & FW Dept Odisha (@HFWOdisha) July 31, 2020