fbpx

ରାଜ୍ୟରେ ଆଉ ୮ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୩୧ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୪୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୪ଜଣ, ନୟାଗଡ଼, ଖୋର୍ଦ୍ଧା, ଗଜପତି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.