ଭୁବନେଶ୍ୱର, ୨୮ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୩୬୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଳାରୁ ୨ଜଣ ଲେଖାଏଁ, ବରଗଡ଼, ଭଦ୍ରକ, ବଲାଙ୍ଗୀର ଓ ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Regret to inform the demise of Eight #COVID19 positive patients while under treatment in hospitals.
1. A 61-year old female of Bargarh district who was also suffering from Diabetes.
2. A 62-year old male of Bhadrak district who was also suffering from Diabetes.
— H & FW Dept Odisha (@HFWOdisha) August 28, 2020
6. A 55-year old female of Ganjam district who was also suffering from Hypertension.
7. A 45-year old male of Ganjam district who was also suffering from Diabetes.
8. A 60-year old male of Rayagada district.
— H & FW Dept Odisha (@HFWOdisha) August 28, 2020