fbpx

ଗୋଟିଏ ଦିନରେ ୮୩,୩୪୭ ଆକ୍ରାନ୍ତ ଚିହ୍ନଟ ଓ ୧୦୮୫ ଜଣ ମୃତ

ନୂଆଦିଲ୍ଲୀ, ୨୩ା୯: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୮୩,୩୪୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୮୫ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୬,୪୬,୦୧୧କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୯୦,୦୨୦ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୪୫,୮୭,୬୧୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୯,୬୮,୩୭୭ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.