fbpx

ଆଜି ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍‌ ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌):  ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ଅପରାହ୍ନ ୫.୩୦ରେ ମନ୍ତ୍ରୀ ପରିଷଦ ବୈଠକ ଓ ପରେ ୫.୪୫ରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ ବୋଲି ସୂଚନା ମିଳିଛି । ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି । ଏପରିକି କେତେକ ମହତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ୍‌ ମୋହର ବାଜିପାରେ ।

Get real time updates directly on you device, subscribe now.