ଭୁବନେଶ୍ୱର, ୭ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୮୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସର୍ବାଧିକ ୧୨ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଓ ଗଞ୍ଜାମ ଜିଲ୍ଲାରୁ ୩ଜଣ ଲେଖାଏଁ , ଢ଼େଙ୍କାନାଳ, ଗଜପତି, ମୟୁରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେହିପରି ଭଦ୍ରକ, କେନ୍ଦ୍ରାପଡ଼ା, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ଯାଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୪୭କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
2. A 36-year old male of Kendrapada district who was also suffering from Chronic Kidney Disease.
3. A 78-year old female of Sambalpur district who was also suffering from Chronic Obstructive Pulmonary Disease.
— H & FW Dept Odisha (@HFWOdisha) August 7, 2020
7. A 77-year old male of Sundergarh district who was also suffering from Diabetes, hypertension & Chronic Kidney Disease.
8. A 66-year old male of Sundergarh district who was also suffering from Diabetes & Chronic Obstructive Pulmonary Disease.
— H & FW Dept Odisha (@HFWOdisha) August 7, 2020
12. A 34-year old male of Gajapati district who was also suffering from Chronic Kidney Disease.
— H & FW Dept Odisha (@HFWOdisha) August 7, 2020