fbpx

ଆଜି ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ

ବାରିପଦା(ଓଡ଼ିଶା ଭାସ୍କର): ଆଜି ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ମୟୁରଭଞ୍ଜ ବନ୍ଦ ରହିବ । ତେବେ ବିଜେପି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ ସଭାରେ ବିଜେପି କର୍ମୀଙ୍କୁ ମାଡ ସହ ୧୬ ଦଫା ଦାବିରେ ବନ୍ଦ ଡାକରା ଦିଆଯାଇଛି । ସକାଳ ୬ରୁ ବାରିପଦା ସମେତ ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯିବ । ବିଭିନ୍ନ ସ୍ଥାନରେ ଏନଏଚ୍ ଅବରୋଧ ଯୋଗୁଁ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇପାରେ ।

Get real time updates directly on you device, subscribe now.