fbpx

ଖୁସି ଖବର: ରାଜ୍ୟରେ ଆଜି ୪୨୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୩୦/୯ (ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୪୨୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ୧୮୫୭୦୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଖୋର୍ଦ୍ଧା ରୁ ସର୍ବାଧିକ ୬୨୮, କଟକରୁ ୪୯୪, ପୁରୀରୁ ୨୬୪, ଝାରସୁଗୁଡ଼ାରୁ ୨୩୨, ଅନୁଗୁଳରୁ ୨୦୯, ଜଗତସିଂହପୁର ରୁ ୧୬୩, କେନ୍ଦ୍ରାପଡ଼ାରୁ ୧୬୧, ମୟୁରଭଂଜରୁ ୧୫୩, ରାୟଗଡ଼ାରୁ ୧୩୨, ଯାଜପୁରରୁ ୧୨୯, ବଲାଙ୍ଗୀର ରୁ ୧୨୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Get real time updates directly on you device, subscribe now.