fbpx

ଆଜି ଭୁବନେଶ୍ୱରରୁ ୩୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୯ା୭(ଓଡ଼ିଶା ଭାସ୍କର): ଆଜି ରାଜ୍ୟରେ ୫୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୨ ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ୩୨ଜଣଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୪ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଏହାସହ ୭ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.