fbpx

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ଜାଣନ୍ତୁ କେଉଁ ଜିଲ୍ଲାର

ଭୁବନେଶ୍ୱର, ୨୦ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି ।  ମୃତ ବ୍ୟକ୍ତି ଜଣକ ପୁରୀ ଜିଲ୍ଲାର ୬୦ ବର୍ଷର ବୃଦ୍ଧ ।  ବହୁ ଦିନରୁ ସେ ଶ୍ୱାସ ଜନିତ ରୋଗରେ ପୀଡ଼ିତ ଥିଲେ ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଓଡ଼ିଶାରେ ୪୮୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୨ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୩୨୯୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଓ ୧,୫୪୩ ଜଣ ଚିକିତ୍ସାଧୀନ ଅଛନ୍ତି ।

Get real time updates directly on you device, subscribe now.