fbpx

ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୬୦୯ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୧୪ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୬୦୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୯୮୬୪କୁ ବୃଦ୍ଧି ପାଇଛି । ଗଞ୍ଜାମରୁ ସର୍ବାଧିକ ୨୬୮, ସୁନ୍ଦରଗଡ଼ରୁ ୧୩୫, ଖୋର୍ଦ୍ଧାରୁ ୩୭, କଟକରୁ ୩୨, ବାଲେଶ୍ୱରରୁ ୨୫, କେନ୍ଦୁଝରରୁ ୨୩, ମୟୁରଭଞ୍ଜରୁ ୧୮, ଭଦ୍ରକରୁ ୧୨, ପୁରୀରୁ ୧୨, ସମ୍ବଲପୁରରୁ ୮, ବରଗଡ଼ରୁ ୭, ଜଗତସିଂହପୁରରୁ ୭, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୪, କେନ୍ଦ୍ରାପଡ଼ାରୁ ୪, ବଲାଙ୍ଗୀରରୁ ୩, କୋରାପୁଟରୁ ୨, ନବରଙ୍ଗପୁରରୁ ୨, ରାୟଗଡ଼ାରୁ ୨, ଗଜପତି ଓ ନୟାଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.