fbpx
BJD SKY
BJD SKY

ଖୁସି ଖବର: ରାଜ୍ୟରେ ଆଜି ସର୍ବାଧିକ ୧୪୦୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ

BJD

ଭୁବନେଶ୍ୱର, ୪ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ସର୍ବାଧିକ ୧୪୦୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୪୪୮୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଗଞ୍ଜାମରୁ ସର୍ବାଧିକ ୨୫୮, ଖୋର୍ଦ୍ଧାରୁ ୨୧୮, ରାୟଗଡ଼ାରୁ ୧୨୮, ସୁନ୍ଦରଗଡ଼ରୁ ୧୨୨, ପୁରୀରୁ ୧୨୧, ଗଜପତିରୁ ୧୨୦, କୋରାପୁଟରୁ ୮୪, କଟକରୁ ୬୮, ବାଲେଶ୍ୱରରୁ ୫୮, ନବରଙ୍ଗପୁରରୁ ୩୪, କନ୍ଧମାଳରୁ ୩୦, ଯାଜପୁରରୁ ୨୫, ମାଲକାନଗିରିରୁ ୨୪, କେନ୍ଦୁଝରରୁ ୧୯, ବଲାଙ୍ଗୀରରୁ ୧୬, ବରଗଡ଼ରୁ ୧୨, କେନ୍ଦ୍ରାପଡ଼ାରୁ ୧୨, ଝାରସୁଗୁଡ଼ାରୁ ୧୧, ନୟାଗଡ଼ରୁ ୧୦, ବୌଦ୍ଧରୁ ୯, ନୂଆପଡ଼ାରୁ ୮, ମୟୁରଭଞ୍ଜରୁ ୭, ଢ଼େଙ୍କାନାଳରୁ ୫, ଭଦ୍ରକରୁ ୪, ଅନୁଗୁଳ ଓ ଜଗତସିଂହପୁରରୁ ଦୁଇ ଜଣ ଲେଖାଏଁ, ଦେଓଗଡ଼ ଓ କଳାହାଣ୍ଡିରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.