fbpx

ଶ୍ରୀଜୀଉଙ୍କ ଶ୍ରୀମୁଖ ଶ୍ରୀଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ, ଆଜି ସନ୍ଧ୍ୟାରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Advertisement

ପୁରୀ: ଫାଲଗୁନ-ଶୁକ୍ଳ ତୃତୀୟା ତିଥି ଅବସରରେ ଆଜି ପୁରୀ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକ ଶ୍ରୀଜୀଉଙ୍କର ଶ୍ରୀମୁଖ ଶ୍ରୀଙ୍ଗାର କରିବେ। ଏହା ଏକ ଗୁପ୍ତନୀତି ହୋଇଥିବାରୁ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Get real time updates directly on you device, subscribe now.