ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ଅନୁଗୁଳ ଓ କନ୍ଧମାଳରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Details of cases confirmed as death due to Covid-19, after due completion of death audit process:
1.A 57 years old Male of Angul District who was also suffering from Post Renal Transplant On Immunosuppressant, Diabetes Mellitus & Hypertension.
— H & FW Dept Odisha (@HFWOdisha) January 26, 2022
4.A 91 years old Female of Bhubaneswar who was also suffering from Bronchial Asthma, Diabetes Mellitus, Hypertension.
5.A 69 years old Male of Kandhamal District who was also suffering from Diabetes Mellitus & Hypertension.
— H & FW Dept Odisha (@HFWOdisha) January 26, 2022
9.A 35 years old Male of Sundargarh District who was also suffering from Chronic Liver Disease.
10.A 55 years old Female of Sundargarh District who was also suffering from Chronic Kidney Disease.
— H & FW Dept Odisha (@HFWOdisha) January 26, 2022