fbpx

ସନ୍ଧ୍ୟା ୬ଟା ୩୦ସୁଦ୍ଧା ୫ଜିଳ୍ଲା ସାବଧାନ!

ଭୁବନେଶ୍ୱର, ୨୭ା୫(ଓଡ଼ିଶା ଭାସ୍କର): ଦିନକୁ ଦିନ ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି । ଆଗକୁ ଆହୁରି ତାତି ବଢ଼ିବ ବୋଲି ମଧ୍ୟ ସୂଚନା ରହିଛି । ଏହାସହ ସ୍ଥାନେ ସ୍ଥାନେ କାଳବୈଶାଖୀ ମଧ୍ୟ ହେଉଛି । ଏହାରିମଧ୍ୟରେ ଆଜି ସନ୍ଧ୍ୟା ସାଢ଼େ ୬ଟା ସୁଦ୍ଧା ୫ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବା ଆଶଙ୍କା ରହିଛି । ୫ଜିଲ୍ଲା ଗୁଡ଼ିକ ହେଉଛି ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା ଓ ବଲାଙ୍ଗିର । ଏହି ସବୁ ଜିଲ୍ଲାକୁ ବତ୍ରପାତ ନେଇ ସତର୍କ କରିଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.