fbpx

ଖୁସି ଖବର: ଓଡ଼ିଶାରୁ ଆଜି ୧୧,୩୪୭ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହଇଚଇ ସୃଷ୍ଟି କରିଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଜି ଆଉ ୧୧ ହଜାର ୩୪୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥି ସହ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୭ ଲକ୍ଷ ୨୪ ହଜାର ୪୦୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୮୦୧ ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୁଳରୁ ୧୦୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.