fbpx

ଭିସୁଟରେ କାଲିର ପରୀକ୍ଷା ସ୍ଥଗିତ

ବୁର୍ଲା,୨୮ ।୨(ଓଡିଶା ଭାସ୍କର): ଭିସୁଟରେ ଆସନ୍ତାକାଲି ହେବାକୁ ଥିବା ପରୀକ୍ଷାକୁ ସ୍ଥଗିତ କରାଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶନାମା ଆସିବା ଯାଏଁ ପରୀକ୍ଷା ସ୍ଥଗିତ ରହିବ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି । ଏନେଇ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ କୂଳପତି ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.