fbpx

ରାଜ୍ୟରେ ଅକ୍ଟୋବରରୁ ଖୋଲିବ ପର୍ଯ୍ୟଟନ ସ୍ଥଳୀ

ଭୁବନେଶ୍ୱର,୨୭ ।୯(ଓଡିଶା ଭାସ୍କର): ରାଜ୍ୟରେ କରୋନା ଯୋଗୁଁ ବନ୍ଦ ପଡିଥିବା ପର୍ଯ୍ୟଟନ ସ୍ଥଳୀ ଅକ୍ଟୋବରରୁ ଖୋଲାଯିବ । କୋଭିଡ ଗାଇଡଲାଇନ୍ ଭିତରେ ପର୍ଯ୍ୟଟନ ସ୍ଥଳୀ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ଚଳିତବର୍ଷ ୫ଟି ସ୍ଥାନରେ ଇକୋ ରିଟ୍ରିଟ ଆୟୋଜିତ ହେବ । ଏନେଇ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.