fbpx

ପୁରୀକୁ ବନ୍ଦ ହେଲା ଟ୍ରେନ୍

ଭୁବନେଶ୍ୱର, ୩୦ା୫(ଓଡ଼ିଶା ଭାସ୍କର): ପୁରୀକୁ ଟ୍ରେନ୍ ଚଳାଚଳ ବନ୍ଦ କରିବାକୁ ରେଲୱେ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ପୁରୀକୁ ଟ୍ରେନ ଚଳାଚଳ ବନ୍ଦ ହୋଇଛି । ରାଜ୍ୟ ସରକାରଙ୍କ ପରାମର୍ଶ ଅନୁସାରେ ପୂର୍ବତଟ ରେଳବାଇ ପକ୍ଷରୁ ଏହିପରି ନିଷ୍ପତ୍ତି ନିଆଯାଇଛି । ୧ରୁ ଚାଲିବାକୁ ଥିବା ପୁରୁଷୋତ୍ତମ ଏକ୍ସପ୍ରେସ ଭୁବନେଶ୍ୱର ଯିବ । ସିଆଲଦା-ପୁରୀ ତୂରନ୍ତ ଏକ୍ସପ୍ରେସ ବି ଭୁବନେଶ୍ୱରରୁ ଯିବ ।

Get real time updates directly on you device, subscribe now.