ଭୁବନେଶ୍ୱର,୨୬।୧(ଓଡିଶା ଭାସ୍କର) : ଆଜି ଜାତିର ପିତା ମହାତ୍ମା ଗାନ୍ଧିଙ୍କ ତିରୋଧାନ ଦିବସ । ଏନେଇ ଟ୍ବିଟ୍ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସେ କହିଛନ୍ତି ଯେ, ‘ଆମକୁ ଗାନ୍ଧିଙ୍କ ଅହିଂସା ନୀତିକୁ ପାଳନ କରିବା ଉଚିତ। ଗାନ୍ଧିଙ୍କ ସତ୍ୟ ଓ ପ୍ରେମ ମାର୍ଗରେ ଚାଲିବାକୁ ଆମେ ସଂକଳ୍ପ ନେବା ଉଚିତ।’
आज राष्ट्रपिता महात्मा गांधी के अमर-बलिदान के दिन कृतज्ञ राष्ट्र की ओर से उनकी पुण्य स्मृति को मैं नमन करता हूं। शांति, अहिंसा, सादगी, साधनों की पवित्रता और विनम्रता के उनके आदर्शों का हमें पालन करना चाहिए। आइए हम उनके द्वारा दिखाए गए सत्य और प्रेम के मार्ग पर चलने का संकल्प लें।
— President of India (@rashtrapatibhvn) January 30, 2021
ସେହିପରି ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସରେ ଟ୍ବିଟ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ମହାତ୍ମାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ସେ ଆହ୍ବାନ ଦେଇଛନ୍ତି । ଅହିଂସାର ମାର୍ଗ ଅନୁସରଣ କରିବାହିଁ ତାଙ୍କ ପ୍ରତି ହେବ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି ରାଜ୍ୟପାଳ କହିଛନ୍ତି।
ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମହାତ୍ମାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସତ୍ୟ ଓ ଅହିଂସାର ମାର୍ଗ ଅନୁସରଣ କରିବାହିଁ ତାଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି ମାନ୍ୟବର ରାଜ୍ୟପାଳ କହିଛନ୍ତି। pic.twitter.com/GkkUlHMvZg
— Governor Odisha (@GovernorOdisha) January 30, 2021