fbpx
BJD SKY
BJD SKY

ସକାଳୁ ଉଠି ଏହି କାମ କରନ୍ତୁ, ଘରକୁ ବିଜେ କରିବେ ମା’ ଲକ୍ଷ୍ମୀ

BJD

ଭୁବନେଶ୍ବର ( ଭାସ୍କର ନ୍ୟୁଜ୍) : ପ୍ରତ୍ୟେକ ବ୍ୟକ୍ତି ଚାହାନ୍ତି ତାଙ୍କ ଉପରେ ମା ଲକ୍ଷ୍ମୀଙ୍କର କୃପା ରହୁ । ବାସ୍ତୁ ଶାସ୍ତ୍ର ଏପରି ବହୁ ଉପାୟ ଅଛି ଯାହାକୁ ଆପଣେଇ ଆପଣ ଧନ, ଐଶ୍ୱର୍ଯ୍ୟ,ସହ ଲକ୍ଷ୍ମୀଙ୍କର ପ୍ରସନ୍ନତା ଲାଭ କରିପାରିବେ । ମାଙ୍କର କୃପାରୁ ବ୍ୟକ୍ତିକୁ ଅନ୍ନ, ଧନ, ବସ୍ତ୍ର ପ୍ରାପ୍ତି ହୋଇଥାଏ ।

ତୁଳସୀପତ୍ରରେ ଜଳ ଛିଞ୍ଚନ୍ତୁ । ଘରର ମହିଳା କିମ୍ୱା ବୟସ୍କ ଲୋକ ସକାଳେ ଶୀଘ୍ର ଉଠି ଗାଧୋଇ ସାରି ତମ୍ୱା ଲୋଟାରେ ତୁଳସୀକୁ ଜଳ ଦେବା ଉଚିତ । ସେହି ଅଳ୍ପ ପାଣିରେ ତୁଳସୀ ପତ୍ର ପକାଇ ପୂଜା କରନ୍ତୁ ଓ ଏହି ପାଣିକୁ ଘର କୋଣ ଏବଂ ମୁଖ୍ୟଦ୍ୱାରରେ ପକାନ୍ତୁ । ଏଥିରୁ ଘରୁ ନକରାତ୍ମକ ଶକ୍ତି ଦୁରେଇ ଯିବ ଓ ସୁଖ ସମୃଦ୍ଧି ଆସିବ ।

Get real time updates directly on you device, subscribe now.