fbpx
BJD
BJD SKY
BJD SKY

ଆସନ୍ତା ୧୪ ଓ ୧୫ରେ ମାଟ୍ରିକ ଖାତା ଦେଖା ବନ୍ଦ

ଭୁବନେଶ୍ୱର, ୧୨ା୬(ଓଡ଼ିଶା ଭାସ୍କର): ଦୁଇ ଦିନ ମାଟ୍ରିକ ଖାତା ଦେଖା ବନ୍ଦ ରହିବ । ଚଳିତ ମାସ ୧୪ ଓ ୧୫ ତାରିଖରେ ମାଟ୍ରିକ ଖାତା ଦେଖା ବନ୍ଦ ରହିବ ବୋଲି ସୂଚନା ମିଳିଛି । ଓଡ଼ିଆ ପର୍ବ ରଜ ଉପଲକ୍ଷେ ସବୁ ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ବନ୍ଦ ରଖିବା ନେଇ ନିଷ୍ପତ୍ତି ନିଆଯାଇଛି । ଏନେଇ ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ଼ ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶ ପାଇଛି ।

Get real time updates directly on you device, subscribe now.