fbpx
BJD SKY
BJD SKY

ଓଡିଶାର ୨ଜଣଙ୍କୁ ମିଳିବ ରାଷ୍ଟ୍ରପତି ପୋଲିସ ପଦକ

BJD

ନୂଆଦିଲ୍ଲୀ,୨୫ ।୧: ସାଧାରଣତନ୍ତ୍ର ଦିବସ ଅବସରରେ ପୋଲିସ ପଦକ ଘୋଷଣା କରାଯାଇଛି । ଓଡିଶାରୁ ୨ ଜଣଙ୍କୁ ରାଷ୍ଟ୍ରପତି ପୋଲିସ ପଦକ ମିଳିବ । ଅନ୍ୟ ୧୧ ଜଣ ପୋଲିସ କର୍ମଚାରୀଙ୍କୁ ଉଲ୍ଲେଖନୀୟ ସେବା ପଦକ ମିଳିବ । ଗୁଇନ୍ଦା ନିର୍ଦ୍ଦେଶକ ରାଧାକୃଷ୍ଣ ଶର୍ମାଙ୍କୁ ରାଷ୍ଟ୍ରପତି ପୋଲିସ ପଦକ ମିଳିବ । ସେହିପରି ବିଏସପିଏ ଡେପୁଟୀ ସୁବଦୋର ବୁଦ୍ଧି ବାହାଦୁର ଥାପାଙ୍କୁ ରାଷ୍ଟ୍ରପତି ପଦକ ମିଳିବ । ଆଇନ ଶୃଙ୍ଖଳା ଆଇଜି ପ୍ରବୀଣ କୁମାର ପାଇବେ ପୋଲିସ ପଦକ । ଏହା ସହିତ ଏଏସପି ରବୀନ୍ଦ୍ର କୁମାର ଦାସ, ଏଏସପି ଭବାନୀ ଶଙ୍କର ମିଶ୍ର, ଡେପୁଟୀ କମାଣ୍ଡାଣ୍ଟ ଅଶୋକ ଦେହୁରୀ, ଏସିପି ପ୍ରକାଶ ପାଲ, ଏଏସଆଇ ମନୋରଞ୍ଜର ଶତପଥୀ, ହାବିଲଦାର ସରୋଜ ଭୋଇଙ୍କୁ ମିଳିବ ପୋଲିସ ପଦକ ।

Get real time updates directly on you device, subscribe now.