fbpx
BJD
BJD SKY
BJD SKY

ପୋଲିସ ଏନକାଉଣ୍ଟରରେ ୨ ମାଓବାଦୀ ମୃତ

ଛତିଶଗଡ଼: ଛତିଶଗଡ଼ରେ ପୋଲିସ ଏନକାଉଣ୍ଟରରେ ୨ ମାଓବାଦୀଙ୍କ ମୃତ୍ୟୁ ହୋଇଛି । ସୁକମା କହ୍ନାଇଗୁଡ଼ାରେ ପୋଲିସ-ମାଓବାଦୀଙ୍କ ଧ୍ୟରେ ଗୁଳି ବିନିମୟ ହୋଇଛି । ଏନକାଉଣ୍ଟରରେ କୋଣ୍ଟା ଏରିଆ କମାଣ୍ଡର କୱାସି ହୁଙ୍ଗାର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରୁ ବିପୁଳ ଅସ୍ତ୍ରଶସ୍ତ୍ର ସହ ବହୁ ମାଓ ସାମଗ୍ରୀ ଜବତ କରାଯାଇଛି । ଏହା ସହ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି ।

Get real time updates directly on you device, subscribe now.