fbpx

ରାଜ୍ୟରେ ଆଉ ୨ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର, ୯ା୪(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୨କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୪୪କୁ ବୃଦ୍ଧି ପାଇଛି । ଢ଼େଙ୍କାନାଳର ଜଣେ ୫୧ବର୍ଷିୟ ମହିଳା ଓ  ପଶ୍ଚିମବଙ୍ଗର ମେଦିନପୁରର ୬୯ବର୍ଷିୟ ବୃଦ୍ଧଙ୍କର କରୋନା ରିପୋର୍ଟ ପଜିଟିଭ ଆସିଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ ।ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ଓ  ପରିବାର କଲ୍ୟାଣ ବିଭାଗ ।

Get real time updates directly on you device, subscribe now.