fbpx

ଖୋଲିଲା ହୀରାକୁଦ ଡ୍ୟାମର ଆଉ ୨ଟି ଗେଟ୍

ସମ୍ବଲପୁର(ଓଡ଼ିଶା ଭାସ୍କର): ବର୍ଷା ଯୋଗୁଁ ଜଳସ୍ତର ପୁଣି ବଢ଼ିଯାଇଛି । ଏହାରି ମଧ୍ୟରେ ହୀରାକୁଦ ଡ୍ୟାମର ଆଉ ୨ଟି ଗେଟ୍ ଖୋଲାଯାଇଛି । ଡ୍ୟାମରେ ଜଳସ୍ତର ବଢ଼ୁଥିବାରୁ ଗେଟ୍ ଖୋଲାଯାଇଥିବା ସୂଚନା ମିଳିଛି । ଏବେ ୧୨ଟି ଗେଟ୍ ଦେଇ ହୀରାକୁଦରୁ ଜଳ ନିଷ୍କାସନ ହେଉଛି । ଜଳସ୍ତର ୬୨୯.୫୮ ଫୁଟ ରହିଛି । ଏବେ ୧ ଲକ୍ଷ ୮୬ ହଜାର ୨୭୯ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୨ ଲକ୍ଷ ୧୬ ହଜାର ୭୯୪ କ୍ୟୁସେକ ଜଳ ନିଷ୍କାସିତ ହେଉଛି ।

Get real time updates directly on you device, subscribe now.