fbpx

ୟୁକ୍ରେନଙ୍କୁ ପୁଣି ଟାର୍ଗେଟ: ୩ଟି ମିସାଇଲ ମାଡ଼ରେ ଦେଶର ୧୭ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ବିଭିନ୍ନ ଦେଶ-ଦେଶ ମଧ୍ୟରେ ଏବେ ଯୁଦ୍ଧ ଲାଗି ରହିଛି । କିଛି ଦିନର ନୀରବତା ପରେ ପୁଣିଥରେ ଉଗ୍ର ରୂପ ଦେଖାଇଛି ଋଷ । ୟୁକ୍ରେନ ଉପରେ ଜୋରଦାର ମିସାଇଲ ମାଡ଼ କରିଯୁଦ୍ଧ ପାଇଁ ରଣହୁଙ୍କାର ଦେଇଛି । ୟୁକ୍ରେନର ଚେର୍ନିହିଭ ସହରକୁ ଟାରର୍ଗେଟ କରିଛି ଋଷ ୩ଟି ମିସାଇଲ ମାଡ଼ କରିଛି । ଏହି ଆକ୍ରମରରେ ୟୁକ୍ରେନର ୧୭ ଜଣ ନାଗରିକ ପ୍ରାଣ ହରାଇଥିବା ଜାଣିବାକୁ ମିଳିଛି । ଏହାବ୍ୟତୀତ ପାୟ ୬୦ରୁ ଅଧିକ ଲୋକ ମିସାଇଲ ମାଡ଼ର ଶିକର ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି ।

Get real time updates directly on you device, subscribe now.